Joshua 21:5 — Compare Translations
5 translations compared side by side
Odia - 1840
"କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରଯିମ ବଂଶର ସମସ୍ତ ବଂଶରକ୍ସ୍ଟ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରକ୍ସ୍ଟ ଦଶ ନଗର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ଵାରା ଇଫ୍ରୟିମ୍ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରୁ ଦଶ ନଗର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।