Joshua 21:6 — Compare Translations

5 translations compared side by side

Odia - 1840
"ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରକ୍ସ୍ଟ ଏବଂ ଅଶରେ ବଂଶ, ନଲ୍ଗାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରକ୍ସ୍ଟ ତରଟେି ନଗର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧବଂଶରୁ ତେର ନଗର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରୁ ଏବଂ ଆଶେର ବଂଶ, ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେରଟି ନଗର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।