Joshua 21:8 — Compare Translations
5 translations compared side by side
Odia - 1840
"ଏହିପରି ଇଶ୍ରାୟେଲ ସନ୍ତାନଗଣ ମାଶାେଦ୍ବାରା ସଦାପ୍ରଭୁ ଯେପରି ଆଜ୍ଞା ଦଇେଥିଲେ, ସହେିପରି ଭାବରେ ଗକ୍ସ୍ଟଳାବାଣ୍ଟ କରି ଲବେୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ଭାବରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।