Joshua 21:9 — Compare Translations
5 translations compared side by side
Odia - 1840
"ଏବଂ ସମାନେେ ୟିହକ୍ସ୍ଟଦା ସନ୍ତାନଗଣ ବଂଶରକ୍ସ୍ଟ ଓଶିମିଯୋନ ସନ୍ତାନଗଣର ବଂଶରକ୍ସ୍ଟ ଏହିସବୁ ନଗର ଦେଲେ। ସେ ଯେଉଁ ସହରଗକ୍ସ୍ଟଡିକ ଦାନ କଲେ ତାହାର ନାମ ଲିଖିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଯିହୁଦା ସନ୍ତାନଗଣ ବଂଶରୁ ଓ ଶିମିୟୋନ ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ। ସେ ଯେଉଁ ସହରଗୁଡ଼ିକ ଦାନ କଲେ ତାହାର ନାମ ଲିଖିତ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।