Joshua 22:1 — Compare Translations
5 translations compared side by side
Odia - 1840
"ଏହାପରେ ଯିହାଶୂେୟ ରୂବନ୍େ ଗାଦ୍ ଓ ମନଃଶି ଅର୍ଦ୍ଧକେ ପରିବାରବର୍ଗମାନଙ୍କୁ ନଇେ ଏକ ସଭା ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତିନୋଟି ପରିବାରବର୍ଗ ସେମାନଙ୍କର ସ୍ୱଗୃହକୁ ଫେରିଗଲେ ଏହା ପରେ ଯିହୋଶୂୟ ରୁବେନ୍ର ଗାଦ୍ର ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ନେଇ ଏକ ସଭା ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,