Joshua 22:10 — Compare Translations
5 translations compared side by side
Odia - 1840
"ରକ୍ସ୍ଟବନ୍େ ଗାଦ ଏବଂ ମନଃଶିର ପରିବାର ଲୋକମାନେ ଗିଲିଯଦକକ୍ସ୍ଟ ଫରେିଗଲେ। ସେ ସ୍ଥାନଟି ୟର୍ଦ୍ଦନ ନଦୀ ନିକଟବର୍ତ୍ତୀ ଥିଲା କିଣାନୀଯ ଦେଶ ଅନ୍ତର୍ଗତ। ସହେି ସ୍ଥାନ ରେ ସମାନେେ ଏକ ସକ୍ସ୍ଟନ୍ଦରବତ ୟଜ୍ଞବଦେୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍, ଗାଦ୍ ଏବଂ ମନଃଶିର ପରିବାର ଲୋକମାନେ ଗିଲିୟଦକୁ ଫେରିଗଲେ। ସେ ସ୍ଥାନଟି ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ କିଣାନୀୟ ଦେଶ ଅନ୍ତର୍ଗତ ଥିଲା। ସେହି ସ୍ଥାନରେ ସେମାନେ ଏକ ସୁନ୍ଦର ଯଜ୍ଞବେଦି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।