Joshua 22:11 — Compare Translations
5 translations compared side by side
Odia - 1840
"କିନ୍ତୁ ଇଶ୍ରାୟେଲର ଅବଶିଷ୍ଟ ଲୋକ ଯେଉଁମାନେ କି ତଥାପି ଶିଲୋ ରେ ରହିଥିଲେ। ସମାନେେ ସେ ୟଜ୍ଞବଦେୀ କଥା ଶୁଣିବାକୁ ପାଇଲେ ଯେ, ଏହି ବଂଶଧରମାନେ ତାକକ୍ସ୍ଟ ନିର୍ମାଣ କରିଛନ୍ତି ବୋଲି। ସମାନେେ ମଧ୍ଯ ଏହି ୟଜ୍ଞବଦେୀଟି କିଣାନୀଯ ଦେଶର ସୀମା ଅନ୍ତର୍ଗତ ଗିଲିଯଦଠା ରେ କରାୟାଇଛି, ଶୁଣିବାକୁ ପାଇଲେ। ଏହା ୟର୍ଦ୍ଦନ ପାଖସ୍ଥ ଇଶ୍ରାୟେଲ ସନ୍ତାନଗଣଙ୍କ ଅଧିକୃତ ପାଶର୍ବ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ-ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ଵରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲର ଅବଶିଷ୍ଟ ଲୋକ ଯେଉଁମାନେ କି ତଥାପି ଶିଲୋରେ ରହିଥିଲେ। ସେମାନେ ସେ ଯଜ୍ଞବେଦି କଥା ଶୁଣିବାକୁ ପାଇଲେ ଯେ, ଏହି ବଂଶଧରମାନେ ତାକୁ ନିର୍ମାଣ କରିଛନ୍ତି ବୋଲି। ସେମାନେ ମଧ୍ୟ ଏହି ଯଜ୍ଞବେଦିଟି କିଣାନୀୟ ଦେଶର ସୀମା ଅନ୍ତର୍ଗତ ଗିଲିୟଦଠାରେ କରାଯାଇଛି, ଶୁଣିବାକୁ ପାଇଲେ। ଏହା ଯର୍ଦ୍ଦନ ପାଖସ୍ଥ ଇସ୍ରାଏଲ ସନ୍ତାନଗଣଙ୍କ ଅଧିକୃତ ପାର୍ଶ୍ୱରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।