Joshua 22:12 — Compare Translations
5 translations compared side by side
Odia - 1840
"ସମସ୍ତ ଇଶ୍ରାୟେଲ ପରିବାରବର୍ଗଗଣ ସହେି ତିନି ବଂଶ ଉପରେ ରାଗିଲେ। ୟକ୍ସ୍ଟଦ୍ଧ କରିବା ପାଇଁ ନିଷ୍ପତ୍ତି କଲେ। ସମାନେେ ୟକ୍ସ୍ଟଦ୍ଧକକ୍ସ୍ଟ ୟିବା ପାଇଁ ଶିଲୋଠା ରେ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ତଳୀ ଶୀଲୋରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଇସ୍ରାଏଲ ପରିବାରବର୍ଗଗଣ ସେହି ତିନି ବଂଶ ଉପରେ ରାଗିଲେ। ଯୁଦ୍ଧ କରିବା ପାଇଁ ନିଷ୍ପତ୍ତି କଲେ। ସେମାନେ ଯୁଦ୍ଧକୁ ଯିବା ପାଇଁ ଶିଲୋଠାରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।