Joshua 22:13 — Compare Translations
5 translations compared side by side
Odia - 1840
"ଏଣୁ ଇଶ୍ରାୟେଲର ଲୋକମାନେ କିଛି ଲୋକଙ୍କକ୍ସ୍ଟ ରକ୍ସ୍ଟବନ୍େ, ଗାଦ୍ ଏବଂ ମନଃଶି ବଂଶର ଲୋକମାନଙ୍କ ସହିତ କଥାବାର୍ତ୍ତା କରିବାକୁ ପଠାଇଲେ। ସମାନଙ୍କେର ନତେୃତ୍ବ ପୀନହାସ ନଇଗେଲେ, ଯେ କି ଥିଲେ ଇଲିଯାସ ଯାଜକର ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସକୁ
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଇସ୍ରାଏଲର ଲୋକମାନେ କିଛି ଲୋକଙ୍କୁ ରୁବେନ୍, ଗାଦ୍ ଏବଂ ମନଃଶି ବଂଶର ଲୋକମାନଙ୍କ ସହିତ କଥାବାର୍ତ୍ତା କରିବାକୁ ପଠାଇଲେ। ସେମାନଙ୍କର ନେତୃତ୍ୱ ପୀନହସ୍ ନେଇଗଲେ, ଯେ କି ଥିଲେ ଇଲିୟାସର ଯାଜକର ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍କୁ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ରୁବେନ୍ ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଇଲୀୟାସର ଯାଜକର ପୁତ୍ର ପୀନହସ୍କୁ