Joshua 22:14 — Compare Translations

5 translations compared side by side

Odia - 1840
"ସମାନେେ ଦଶଜଣ ପ୍ରତିନିଧିକକ୍ସ୍ଟ ପଠାଇଲେ, ପ୍ରେତ୍ୟକକ ପରିବାରବର୍ଗରକ୍ସ୍ଟ ଜଣେ ଶିଯୋଲ ଗିଲିଯଦଠା ରେ ଉପସ୍ଥିତ ହେଲେ। ସମାନେେ ନିଜ ପରିବାରବର୍ଗର ମୂଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦଶ ଜଣ ପ୍ରତିନିଧିକୁ ପଠାଇଲେ, ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଶିୟୋଲ ଗିଲିୟଦଠାରେ ଉପସ୍ଥିତ ହେଲେ। ସେମାନେ ନିଜ ନିଜ ପରିବାରବର୍ଗର ମୂଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ।