Joshua 22:15 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ଗିଲିଯଦକକ୍ସ୍ଟ ଗଲେ। ଏହି ଏଗାରଜଣ ଲୋକ ରକ୍ସ୍ଟବନ୍େ, ଗାଦ ଓ ମନଃଶିର ଅର୍ଦ୍ଧବଂଶଙ୍କ ସହିତ କଥାବାର୍ତ୍ତା କରିବାକୁ ଗଲେ। ଏହି ଏଗାର ଜଣ ଲୋକ ସମାନଙ୍କେୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଗିଲିୟଦକୁ ଗଲେ। ଏହି ଏଗାର ଜଣ ଲୋକ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧବଂଶଙ୍କ ସହିତ କଥାବାର୍ତ୍ତା କରିବାକୁ ଗଲେ। ଏହି ଏଗାର ଜଣ ଲୋକ ସେମାନଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,