Joshua 22:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ବଂଶଗଣ ତୁମ୍ଭମାନଙ୍କୁ ପଗ୍ଭରକ୍ସ୍ଟଅଛି, କାହିଁକି ତୁମ୍ଭମାନେେ ଇଶ୍ରାୟେଲର ସଦାପ୍ରଭୁ ବିରକ୍ସ୍ଟଦ୍ଧ ରେ ଏପରି କାର୍ୟ୍ଯ କଲ? ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କର ବିରକ୍ସ୍ଟଦ୍ଧାଚରଣ କଲ? କାହିଁକି ତୁମ୍ଭମାନଙ୍କେ ପାଇଁ ଏକ ୟଜ୍ଞବଦେୀ ନିର୍ମାଣ କଲ? ଏହା କଣ ସଦାପ୍ରଭୁଙ୍କ ନୀତି ବାହା ରେ ନକ୍ସ୍ଟ ହେଁ! ଏହା ତୁମ୍ଭମାନେେ ଠିକ୍ ରୂପେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସମଗ୍ର ମଣ୍ତଳୀ ଏରୂପ କହନ୍ତି, ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ଏହି ଯେ ସତ୍ୟ ଲଘଂନ କରିଅଛ, ଏ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ବଂଶଗଣ ତୁମ୍ଭମାନଙ୍କୁ ପଗ୍ଭରୁଅଛି, କାହିଁକି ତୁମ୍ଭେମାନେ ଇସ୍ରାଏଲର ସଦାପ୍ରଭୁଙ୍କ ବିରୁଦ୍ଧରେ ଏପରି କାର୍ଯ୍ୟ କଲ? ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କଲ? କାହିଁକି ତୁମ୍ଭମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲ? ଏହା କ’ଣ ସଦାପ୍ରଭୁଙ୍କ ନୀତି ବାହାରେ ନୁହେଁ? ଏହା ତୁମ୍ଭେମାନେ ଠିକ୍ ରୂପେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, “ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କ’ଣ?