Joshua 22:17 — Compare Translations
5 translations compared side by side
Odia - 1840
"ପିୟୋର କ'ଣ ଘଟିଲା ତାହାକକ୍ସ୍ଟ ତାହା ମନେଅଛି? ଆମ୍ଭମାନେେ ସହେି ମହାପାପପାଇଁ ଏପର୍ୟ୍ଯନ୍ତ କଷ୍ଟ ଭୋଗକ୍ସ୍ଟଅଛକ୍ସ୍ଟ। ସଦାପ୍ରଭୁ ଇଶ୍ରାୟେଲର ବହକ୍ସ୍ଟ ବାସିନ୍ଦାକକ୍ସ୍ଟ ମହାମାରୀ ରକ୍ସ୍ଟଗ୍ଣ କଲେ। ଆମ୍ଭମାନେେ ମଧ୍ଯ ସହେି ମହାମାରୀ ଏପର୍ୟ୍ଯନ୍ତ ଭୋଗକ୍ସ୍ଟଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
Odia Bible ERV 2004 (ପବିତ୍ର ବାଇବଲ)
ପିୟୋରରେ କ’ଣ ଘଟିଲା ତାହାକୁ ମନେ ପକାଅ? ଆମ୍ଭେମାନେ ସେହି ମହାପାପ ପାଇଁ ଏପର୍ଯ୍ୟନ୍ତ କଷ୍ଟ ଭୋଗୁଅଛୁ। ସଦାପ୍ରଭୁ ଇସ୍ରାଏଲର ବହୁ ବାସିନ୍ଦାକୁ ମହାମାରୀଦ୍ୱାରା ରୁଗ୍ଣ କଲେ। ଆମ୍ଭେମାନେ ମଧ୍ୟ ସେହି ମହାମାରୀ ଏପର୍ଯ୍ୟନ୍ତ ଭୋଗୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
Odia IRV 2017 (ଓଡିଆ ବାଇବେଲ)
ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,