Joshua 22:18 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭମାନେେ ଠିକ୍ ସହେି ପାପ କରୁଛ! ତୁମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧାଚରଣ କଲ। ତୁମ୍ଭମାନେେ ତାଙ୍କ ବିରକ୍ସ୍ଟଦ୍ଧ ରେ ବିଦ୍ରୋହ କଲ। ତୁମ୍ଭମାନେେ ଏପରି ବ୍ଯବହାର କାହିଁକି ଦଖାେଉଛ? ଏଥିପାଇଁ ସଦାପ୍ରଭୁ ସମଗ୍ର ଇଶ୍ରାୟେଲ ସନ୍ତାନଗଣଙ୍କ ଉପରେ କ୍ରୋଧିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କ୍ରୋଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେମାନେ ଠିକ୍ ସେହି ପାପ କରୁଛ! ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧାଚରଣ କଲ। ତୁମ୍ଭେମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେମାନେ ଏପରି ବ୍ୟବହାର କାହିଁକି ଦେଖାଉଛ? ଏଥିପାଇଁ ସଦାପ୍ରଭୁ ସମଗ୍ର ଇସ୍ରାଏଲ ସନ୍ତାନଗଣଙ୍କ ଉପରେ କ୍ରୋଧିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।