Joshua 22:19 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭର ଅଧିକାର ଦେଶ ତୁମ୍ଭମାନଙ୍କ ପାଇଁ ଉପାସନା କରିବାକୁ ଅନିଛକ୍ସ୍ଟକ ହକ୍ସ୍ଟଏ, ତବେେ ତୁମ୍ଭମାନେେ ଆମ୍ଭ ନିକଟକକ୍ସ୍ଟ ପଳାଇ ଆସ। ଯେଉଁ ସ୍ଥାନ ରେ ସଦାପ୍ରଭୁଙ୍କ ଆବାସ ବାସ କରେ ସଦାପ୍ରଭୁଙ୍କର ସହେି ଅଧିକାର ଦେଶକକ୍ସ୍ଟ ଆ ସେ। କିନ୍ତୁ ସଦାପ୍ରଭୁଙ୍କର ବିରକ୍ସ୍ଟଦ୍ଧାଚରଣ କର ନାହିଁ। କଦାପି ଅନ୍ୟ ଏକ ୟଜ୍ଞବଦେୀ ସ୍ଥାପନ କରନାହିଁ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଯେଉଁ ୟଜ୍ଞବଦେୀ ଅଛି ତା ଛଡା ଅନ୍ୟ ୟଜ୍ଞବଦେୀ ନିର୍ମାଣ ନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଯଦି ତୁମ୍ଭର ଅଧିକାର ଦେଶ ତୁମ୍ଭମାନଙ୍କ ପାଇଁ ଉପାସନା କରିବାକୁ ଅନିଛୁକ ହୁଏ, ତେବେ ତୁମ୍ଭେମାନେ ଆମ୍ଭ ନିକଟକୁ ପଳାଇ ଆସ। ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ ସଦାପ୍ରଭୁଙ୍କର ସେହି ଅଧିକାର ଦେଶକୁ ଆସେ। କିନ୍ତୁ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କର ନାହିଁ। କଦାପି ଅନ୍ୟ ଏକ ଯଜ୍ଞବେଦି ସ୍ଥାପନ କର ନାହିଁ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯେଉଁ ଯଜ୍ଞବେଦି ଅଛି ତା ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ ନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।
Odia IRV 2017 (ଓଡିଆ ବାଇବେଲ)