Joshua 22:2 — Compare Translations
5 translations compared side by side
Odia - 1840
"ଯିହାଶୂେୟ ସମାନଙ୍କେୁ କହିଲେ, ମାଶାେ ଥିଲେ ସଦାପ୍ରଭୁଙ୍କର ସବେକ। ମାଶାେ ଯାହା କହିଥିଲେ, ଆପଣାମାନେ ତାଙ୍କର ବାକ୍ଯ ଅନକ୍ସ୍ଟସା ରେ ସମସ୍ତ କାର୍ୟ୍ଯ କରିଛନ୍ତି ଏବଂ ସର୍ବୋପରି ତୁମ୍ଭମାନେେ ମାରେ ଆଜ୍ଞା ମାନିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେମାନଙ୍କୁ କହିଲେ, “ମୋଶା ଥିଲେ ସଦାପ୍ରଭୁଙ୍କର ସେବକ। ମୋଶା ଯାହା କହିଥିଲେ, ତୁମ୍ଭେମାନେ ତାଙ୍କର ବାକ୍ୟ ଅନୁସାରେ ସମସ୍ତ କାର୍ଯ୍ୟ କରିଅଛ ଏବଂ ସର୍ବୋପରି ତୁମ୍ଭେମାନେ ମୋର ଆଜ୍ଞା ମାନିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;