Joshua 22:20 — Compare Translations

5 translations compared side by side

Odia - 1840
"ମନରେଖ ସରହରେ ପକ୍ସ୍ଟତ୍ର ଆଖନ, ବର୍ଜିତ ବସ୍ତ୍ର ବିଷଯ ରେ ସତ୍ଯ ଲଂଘନ କରନ୍ତେ ଇଶ୍ରାୟେଲର ସମସ୍ତ ମଣ୍ତଳିକି କୋରଧ ସଦାପ୍ରଭୁଙ୍କର ପଡିଲା, କବଳେ ସହେି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କର ନିଯମ ଭଙ୍ଗ କଲା କିନ୍ତୁ ସମସ୍ତ ଇଶ୍ରାୟେଲଗଣ ତା'ର ଦଣ୍ତ ଭୋଗିଲେ। ଆଖନ କବଳେ ତା'ର ପାପ ପାଇଁ ମଲା। ଏବଂ ତା'ର ପାପ ପାଇଁ ବହକ୍ସ୍ଟତ ଲୋକ ମଧ୍ଯ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେରହର ପୁତ୍ର ଆଖନ ବର୍ଜିତ ବସ୍ତୁ ବିଷୟରେ ସତ୍ୟ ଲଘଂନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“‘ମନେରଖ ସେରହର ପୁତ୍ର ଆଖନ୍, ବର୍ଜିତ ବସ୍ତ୍ର ବିଷୟରେ ସତ୍ୟ ଲଂଘନ କରନ୍ତେ ଇସ୍ରାଏଲର ସମସ୍ତ ମଣ୍ଡଳୀକି ସଦାପ୍ରଭୁଙ୍କର କ୍ରୋଧ ପଡ଼ିଲା, କେବଳ ସେହି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା, କିନ୍ତୁ ସମସ୍ତ ଇସ୍ରାଏଲଗଣ ତା’ର ଦଣ୍ତ ଭୋଗିଲେ। ଆଖନ୍ କେବଳ ତା’ର ପାପ ପାଇଁ ମଲା। ଏବଂ ତା’ର ପାପ ପାଇଁ ବହୁତ ଲୋକ ମଧ୍ୟ ମୃତ୍ୟୁବରଣ କଲେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”
Odia IRV 2017 (ଓଡିଆ ବାଇବେଲ)
ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?”