Joshua 22:21 — Compare Translations
5 translations compared side by side
Odia - 1840
"ରକ୍ସ୍ଟବନ୍େ, ଗାଦ ଓ ମନଃଶିର ଅର୍ଦ୍ଧ ପରିବାରବର୍ଗଗଣ ଇଶ୍ରାୟେଲ ପରିବାରବର୍ଗର ମୂଖ୍ଯମାନଙ୍କୁ ଉତ୍ତର ଦଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧ ପରିବାରବର୍ଗଗଣ ଇସ୍ରାଏଲ ପରିବାରବର୍ଗର ମୂଖ୍ୟମାନଙ୍କୁ ଉତ୍ତର ଦେଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,