Joshua 22:23 — Compare Translations
5 translations compared side by side
Odia - 1840
"ଯଦି ଆମ୍ଭେ ସଦାପ୍ରଭୁଙ୍କର ନିଯମ ଭଙ୍ଗ କରିଥାଉ, ତବେେ ସଦାପ୍ରଭୁ ଆମ୍ଭକକ୍ସ୍ଟ ସ୍ବହସ୍ତ ରେ ଦଣ୍ତ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ଵୟଂ ତହିଁର ପ୍ରତିଫଳ ଦେଉନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କରି ଥାଉ, ତେବେ ସଦାପ୍ରଭୁ ଆମ୍ଭକୁ ସ୍ୱହସ୍ତରେ ଦଣ୍ତ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ-ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;