Joshua 22:24 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କ'ଣ ବିଶ୍ବାସ କରୁଛ ଯେ ଆମ୍ଭମାନେେ ଏହି ୟଜ୍ଞବଦେୀ ରେ ଆମ୍ଭମାନେେ ହୋମ କି ଭକ୍ଷ୍ଯ ନବୈେଦ୍ଯ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ କ'ଣ ତିଆରି କରିଛକ୍ସ୍ଟ? ନାଁ ଆମ୍ଭେ ଏଥିପାଇଁ ଏହାକକ୍ସ୍ଟ ତିଆରି କରିନାହକ୍ସ୍ଟଁ। ତବେେ କିହିଁକି ତୁମ୍ଭମାନେେ ୟଜ୍ଞବଦେୀ ନିର୍ମାଣ କଲ? ଆମ୍ଭମାନେେ ଚିନ୍ତାଶୀଳ ହାଇେ ଓ ବିଗ୍ଭର କରି ଏହା କରିଅଛକ୍ସ୍ଟ। ଆସନ୍ତା ସମୟରେ କଜାେଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ସଙ୍ଗେ କି ସଐର୍କ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ବିଶ୍ୱାସ କରୁଛ ଯେ ଆମ୍ଭେମାନେ ଏହି ଯଜ୍ଞବେଦିରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ କ’ଣ ତିଆରି କରିଛୁ? ନାଁ ଆମ୍ଭେ ଏଥିପାଇଁ ଏହାକୁ ତିଆରି କରି ନାହୁଁ। ତେବେ କାହିଁକି ଆମ୍ଭେମାନେ ଯଜ୍ଞବେଦି ନିର୍ମାଣ କଲୁ? ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଗ୍ଭର କରି ଏହା କରିଅଛୁ। ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ କି ସମ୍ପର୍କ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।
Odia IRV 2017 (ଓଡିଆ ବାଇବେଲ)
ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।