Joshua 22:25 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟର୍ଦ୍ଦନ ସପୋରି ରେ ଆମ୍ଭକକ୍ସ୍ଟ ଭୂମି ଦଇେଛନ୍ତି। ଏହା ଅର୍ଥ ୟର୍ଦ୍ଦନ ନଦୀ ଆମ୍ଭମାନଙ୍କୁ ଅଲଗା କରିଅଛି। ଆମ୍ଭମାନେେ ଆଶଙ୍କା କରୁଅଛକ୍ସ୍ଟ ଯେ ଯେତବେେଳେ ତୁମ୍ଭମାନଙ୍କ ପିଲା ବଡ ହାଇେ ଦେଶ ଶାସନ କରିବେ ସମାନେେ ବିଶ୍ବାସ କରିବେ ନାହିଁ ଯେ କି ଆମ୍ଭେ ତୁମ୍ଭର ଲୋକ ବୋଲି। ସମାନେେ ଯେତବେେଳେ ବଡ ହାଇେ ଶାସନ କରିବେ, ସମାନେେ ଆମ୍ଭମାନଙ୍କୁ ଏପରି କହି ବି ପାରନ୍ତି, 'ତୁମ୍ଭେ, ରକ୍ସ୍ଟବନ୍େ, ଗାଦ, ଆମ୍ଭମାନଙ୍କର ଅଂଶ ନକ୍ସ୍ଟହଁ।' ଏହାପରେ ତୁମ୍ଭମାନଙ୍କର ସନ୍ତାନ ଆମ୍ଭମାନଙ୍କ ପିଲାଙ୍କକ୍ସ୍ଟ ସଠାେରେ ଉପାସନା କରିବାକୁ ମନା କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷା; କରାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯର୍ଦ୍ଦନ ସେପାରିରେ ଆମ୍ଭକୁ ଭୂମି ଦେଇଛନ୍ତି। ଏହାର ଅର୍ଥ ଯର୍ଦ୍ଦନ ନଦୀ ଆମ୍ଭମାନଙ୍କୁ ଅଲଗା କରିଅଛି। ଆମ୍ଭେମାନେ ଆଶଙ୍କା କରୁଅଛୁ ଯେ ଯେତେବେଳେ ତୁମ୍ଭମାନଙ୍କ ପିଲାମାନେ ବଡ଼ ହୋଇ ଦେଶ ଶାସନ କରିବେ ସେମାନେ ବିଶ୍ୱାସ କରିବେ ନାହିଁ ଯେ ଆମ୍ଭେମାନେ ତୁମ୍ଭର ଲୋକ ବୋଲି। ସେମାନେ ଯେତେବେଳେ ବଡ଼ ହୋଇ ଶାସନ କରିବେ, ସେମାନେ ଆମ୍ଭମାନଙ୍କୁ ଏପରି କହି ବି ପାରନ୍ତି, ‘ତୁମ୍ଭେ, ରୁବେନ୍, ଗାଦ୍, ଆମ୍ଭମାନଙ୍କର ଅଂଶ ନୁହଁ।’ ଏହା ପରେ ତୁମ୍ଭମାନଙ୍କର ସନ୍ତାନମାନେ ଆମ୍ଭମାନଙ୍କ ପିଲାମାନଙ୍କୁ ସେଠାରେ ଉପାସନା କରିବାକୁ ମନା କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;