Joshua 22:28 — Compare Translations

5 translations compared side by side

Odia - 1840
"ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନଗଣ ଏହିପରି କହି ପାରନ୍ତି। ତୁମ୍ଭମାନେେ ଇଶ୍ରାୟେଲୀୟ ନକ୍ସ୍ଟହଁ। ଆମ୍ଭର ସନ୍ତାନଗଣ ହକ୍ସ୍ଟଏତ୍ କହିପାରିନ୍ତି, ' ଦେଖ! ଆମ୍ଭର ପୂର୍ବପୁରୁଷଗଣ ଆମ୍ଭମାନଙ୍କ ପାଇଁ ଏକ ୟଜ୍ଞବଦେୀ ନିର୍ମାଣ କରିଛନ୍ତି। ସହେି ୟଜ୍ଞବଦେୀ ଠିକ୍ ସଦାପ୍ରଭୁ ପରମେଶ୍ବରଙ୍କର ପବିତ୍ର ତକ୍ସ୍ଟମ୍ବୁ ସମ୍ମକ୍ସ୍ଟଖସ୍ଥିତ ତାଙ୍କ ୟଜ୍ଞବଦେୀ ପରି। ଏହି ୟଜ୍ଞବଦେୀ ହୋମ ଉତ୍ସର୍ଗ ପାଇଁ ବ୍ଯବହାର କରାୟାଏ ନାହିଁ। ଏହା କବଳେ ପ୍ରମାଣ ମାତ୍ର, ଯେ ଆମ୍ଭମାନେେ ମଧ୍ଯ ଇଶ୍ରାୟେଲର ଏକ ଅଂଶ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଆମ୍ଭେମାନେ କହିଲୁ, ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟତରେ ତୁମ୍ଭମାନଙ୍କର ସନ୍ତାନଗଣ ଏହିପରି କହି ପାରନ୍ତି। ତୁମ୍ଭେମାନେ ଇସ୍ରାଏଲୀୟ ନୁହଁ। ଆମ୍ଭର ସନ୍ତାନଗଣ ହୁଏତ କହିପାରିନ୍ତି, ‘ଦେଖ! ଆମ୍ଭର ପୂର୍ବପୁରୁଷଗଣ ଆମ୍ଭମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରିଛନ୍ତି। ସେହି ଯଜ୍ଞବେଦି ଠିକ୍ ସଦାପ୍ରଭୁ ପରମେଶ୍ୱରଙ୍କର ପବିତ୍ର ତମ୍ବୁ ସମ୍ମୁଖସ୍ଥିତ ତାଙ୍କ ଯଜ୍ଞବେଦି ପରି। ଏହି ଯଜ୍ଞବେଦି ହୋମ ଉତ୍ସର୍ଗ ପାଇଁ ବ୍ୟବହାର କରାଯାଏ ନାହିଁ। ଏହା କେବଳ ପ୍ରମାଣ ମାତ୍ର, ଯେ ଆମ୍ଭେମାନେ ମଧ୍ୟ ଇସ୍ରାଏଲର ଏକ ଅଂଶ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’
Odia IRV 2017 (ଓଡିଆ ବାଇବେଲ)
ଆହୁରି ଆମ୍ଭେମାନେ କହିଲୁ, ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।”