Joshua 22:29 — Compare Translations

5 translations compared side by side

Odia - 1840
"ବାସ୍ତବ ରେ ଆମ୍ଭେ କବେେ ସଦାପ୍ରଭୁଙ୍କର ବି ରୋଧ ରେ ୟାଇ ନାହକ୍ସ୍ଟଁ। ଆମ୍ଭମାନେେ ମଧ୍ଯ ବର୍ତ୍ତମାନ ସଦାପ୍ରଭୁଙ୍କ ବାକ୍ଯାନକ୍ସ୍ଟସା ରେ ଚଳକ୍ସ୍ଟଅଛକ୍ସ୍ଟ। ଆମ୍ଭେ ଏହା ଜାଣକ୍ସ୍ଟ ଯେ, ଗୋଟିଏ ମାତ୍ର ପବିତ୍ର ୟଜ୍ଞବଦେୀ ଅଛି ଯାହାକି ପରମେଶ୍ବରଙ୍କ ଆବାସ ସମ୍ମକ୍ସ୍ଟଖସ୍ଥିତ। ସହେି ୟଜ୍ଞବଦେୀ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ-ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି; ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
“ବାସ୍ତବରେ ଆମ୍ଭେ କେବେ ସଦାପ୍ରଭୁଙ୍କର ବିରୋଧରେ ଯାଇ ନାହୁଁ। ଆମ୍ଭେମାନେ ମଧ୍ୟ ବର୍ତ୍ତମାନ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଚଳୁଅଛୁ। ଆମ୍ଭେ ଏହା ଜାଣୁ ଯେ, ଗୋଟିଏ ମାତ୍ର ପବିତ୍ର ଯଜ୍ଞବେଦି ଅଛି ଯାହାକି ପରମେଶ୍ୱରଙ୍କ ଆବାସ ସମ୍ମୁଖସ୍ଥିତ। ସେହି ଯଜ୍ଞବେଦି ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ-ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”