Joshua 22:30 — Compare Translations
5 translations compared side by side
Odia - 1840
"ପୀନହାସ ଯାଜକ ଏବଂ ତାଙ୍କ ସହିତ ୟାଇଥିବା ମକ୍ସ୍ଟଖିଆ, ଏହିପରି ରକ୍ସ୍ଟବନ୍େ, ଗାଦ ଓ ମନଃଶିର ବଂଶର ଲୋକମାନଙ୍କଠାରକ୍ସ୍ଟ ଶୁଣିଲେ। ସମାନେେ ମଧ୍ଯ ବକ୍ସ୍ଟଝିଲେ ଯେ ବାସ୍ତବ ରେ ସତକଥା ଏବଂ ଠିକ୍କଥା କହକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ତଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୀନହସ୍ ଯାଜକ ଏବଂ ତାଙ୍କ ସହିତ ଯାଇଥିବା ମୁଖିଆ, ଏହିପରି କଥା ରୁବେନ୍, ଗାଦ୍ ଓ ମନଃଶିର ବଂଶର ଲୋକମାନଙ୍କଠାରୁ ଶୁଣିଲେ। ସେମାନେ ମଧ୍ୟ ବୁଝିଲେ ଯେ ବାସ୍ତବରେ ସତ କଥା ଏବଂ ଠିକ୍ କଥା କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।