Joshua 22:32 — Compare Translations
5 translations compared side by side
Odia - 1840
"ଏହାପରେ ପୀନହସ୍ ଏବଂ ସମସ୍ତ ମୂଖିଆମାନେ ସେ ସ୍ଥାନ ପରିତ୍ଯାଗ କରି ଗୃହକକ୍ସ୍ଟ ଫରେିଲେ। ସମାନେେ ରକ୍ସ୍ଟବନ୍େ, ଗାଦ ବଂଶର ଲୋକମାନଙ୍କୁ ସହେି ଗିଲିଯଦ ରେ ଛାଡି କିଣାନ ଦେଶକକ୍ସ୍ଟ ଫରେି ଆସିଲେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିକଟକକ୍ସ୍ଟ ଫରେିଆସି ଯାହାସବୁ ଘଟିଥିଲା ତାହା ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ଵାଦ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପୀନହସ୍ ଏବଂ ସମସ୍ତ ମୂଖିଆମାନେ ସେ ସ୍ଥାନ ପରିତ୍ୟାଗ କରି ଗୃହକୁ ଫେରିଲେ। ସେମାନେ ରୁବେନ୍, ଗାଦ୍ ବଂଶର ଲୋକମାନଙ୍କୁ ସେହି ଗିଲିୟଦରେ ଛାଡ଼ି କିଣାନ ଦେଶକୁ ଫେରି ଆସିଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିକଟକୁ ଫେରି ଆସି ଯାହାସବୁ ଘଟିଥିଲା ତାହା ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।