Joshua 22:34 — Compare Translations
5 translations compared side by side
Odia - 1840
"ରକ୍ସ୍ଟବନ୍େ ବଂଶଧର ଓ ଗାଦ ବଂଶଧର ସହେି ବଦେୀର ନାମ ଦେଲେ, ସାକ୍ଷୀ ଏହାର ଅର୍ଥ ସଦାପ୍ରଭୁ ଯେ ପରମେଶ୍ବର ଅଟନ୍ତି, ଆମ୍ଭମାନଙ୍କ ମଧ ରେ ଏହାର ଏହି ହେଉଛି ସାକ୍ଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ (ସାକ୍ଷୀ) ରଖିଲେ, କାରଣ ସେମାନେ କହିଲେ, ସଦାପ୍ରଭୁ ଯେ ପରମେଶ୍ଵର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ବଂଶଧର ଓ ଗାଦ୍ ବଂଶଧର ସେହି ବେଦିର ନାମ ଦେଲେ, ସାକ୍ଷୀ ଏହାର ଅର୍ଥ “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧରେ ଏହାର ଏହି ହେଉଛି ସାକ୍ଷୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”