Joshua 22:4 — Compare Translations

5 translations compared side by side

Odia - 1840
"ଆପଣମାନଙ୍କର ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲବାସୀଙ୍କକ୍ସ୍ଟ ଶାନ୍ତି ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯ ରକ୍ଷା କରିଛନ୍ତି। ତେଣୁ ତୁମ୍ଭମାନେେ ବର୍ତ୍ତମାନ ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିପାରିବ। ସଦାପ୍ରଭୁଙ୍କର ସବେକ ମାଶାେ ୟର୍ଦ୍ଦନ ନଦୀର ପୂର୍ବ ପାଶର୍‌ବ ରେ ତୁମ୍ଭମାନଙ୍କୁ ଭୂମି ଦଇେଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ସଠାେକକ୍ସ୍ଟ ତୁମ୍ଭମାନଙ୍କର ସ୍ବଗୃହକକ୍ସ୍ଟ ୟାଇପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତୁମ୍ଵୁକୁ ଫେରିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।
Odia IRV 2017 (ଓଡିଆ ବାଇବେଲ)
ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।