Joshua 22:5 — Compare Translations

5 translations compared side by side

Odia - 1840
"କିନ୍ତୁ ମନରେଖ-ସର୍ବଦା ମାଶାେ ଦଇେଥିବା ନିଯମକକ୍ସ୍ଟ ନିଶ୍ଚଯ ପାଳନ କରିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭମାନେେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦଇେ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯନିବାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମନେରଖ-ସର୍ବଦା ମୋଶା ଦେଇଥିବା ନିୟମକୁ ନିଶ୍ଚୟ ପାଳନ କରିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦେଇ ପାଳନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
Odia IRV 2017 (ଓଡିଆ ବାଇବେଲ)