Joshua 22:7 — Compare Translations

5 translations compared side by side

Odia - 1840
"ମାଶାେ ମନଃଶିର ଅର୍ଦ୍ଧବଂଶକକ୍ସ୍ଟ ବାଶନ ରେ ଅଧିକାର ଦଇେଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକକ୍ସ୍ଟ ଯିହାଶୂେୟ ୟର୍ଦ୍ଦନର ପଶ୍ଚିମ ପାରି ରେ ଅଧିକାର ଦେଲେ। ଆହକ୍ସ୍ଟରି ତୁମ୍ଭକୁ ବିଦାଯ କରିବା ସମୟରେ ଯିହାଶୂେୟ ଆଶୀର୍ବାଦ କରି ସମାନଙ୍କେୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ । ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ମନଃଶିର ଅର୍ଦ୍ଧବଂଶକୁ ବାଶନରେ ଅଧିକାର ଦେଇଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ଅଧିକାର ଦେଲେ। ଆହୁରି ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)