Joshua 22:9 — Compare Translations
5 translations compared side by side
Odia - 1840
"ତେଣୁ ରୂବନ୍େ, ଗାଦ୍ ଓ ମନଃଶିର ଅର୍ଦ୍ଧକେ ବଂଶଧରର ଲୋକମାନେ ଇଶ୍ରାୟେଲ ବଂଶଧରଙ୍କଠାରକ୍ସ୍ଟ ବିଦାଯ ନେଲେ। କିଣାନ ଦେଶ ଅନ୍ତର୍ଗତ ଶୀଲୋଠା ରେ ସମାନେେ ଥିଲେ। ସମାନେେ ସେ ସ୍ଥାନ ଛାଡି ଗିଲିଯଦକକ୍ସ୍ଟ ଗଲେ। ସମାନେେ ସଠାେରକ୍ସ୍ଟ ତାଙ୍କ ସ୍ବଭୂମିକକ୍ସ୍ଟ ଗଲେ ଯାହାକି ମାଶାେ ସମାନଙ୍କେୁ ଦଇେଥିଲେ। ସଦାପ୍ରଭୁ ମାଶାଙ୍କେକ୍ସ୍ଟ ମଧ୍ଯ ସେ ଭୂମି ଦବୋ ପାଇଁ ନିର୍ଦ୍ଦେଶ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ବଂଶଧରର ଲୋକମାନେ ଇସ୍ରାଏଲ ବଂଶଧରଙ୍କଠାରୁ ବିଦାୟ ନେଲେ। କିଣାନ ଦେଶ ଅନ୍ତର୍ଗତ ଶୀଲୋଠାରେ ସେମାନେ ଥିଲେ। ସେମାନେ ସେ ସ୍ଥାନ ଛାଡ଼ି ଗିଲିୟଦକୁ ଗଲେ। ସେମାନେ ସେଠାରୁ ତାଙ୍କ ସ୍ୱଭୂମିକୁ ଗଲେ ଯାହାକି ମୋଶା ସେମାନଙ୍କୁ ଦେଇଥିଲେ। ସଦାପ୍ରଭୁ ମୋଶାଙ୍କୁ ମଧ୍ୟ ସେ ଭୂମି ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।