Joshua 23:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲବାସୀଙ୍କକ୍ସ୍ଟ ତାଙ୍କ ଚତକ୍ସ୍ଟଃପାଶର୍ବ ରେ ଥିବା ସମସ୍ତ ଶତୃଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ। ଇଶ୍ରାୟେଲଙ୍କକ୍ସ୍ଟ ନିରାପତ୍ତା ଦେଲେ। ଏହିପରି ବହକ୍ସ୍ଟତ ଦିନପରେ ଯିହାଶୂେୟ ବୃଦ୍ଧ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଇସ୍ରାଏଲଗଣଙ୍କୁ ଉତ୍ସାହିତ କଲେ ସଦାପ୍ରଭୁ ଇସ୍ରାଏଲବାସୀଙ୍କୁ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଶତ୍ରୁଙ୍କଠାରୁ ଶାନ୍ତି ପ୍ରଦାନ କଲେ। ଇସ୍ରାଏଲଙ୍କୁ ନିରାପତ୍ତା ଦେଲେ। ଏହିପରି ବହୁତ ଦିନପରେ ଯିହୋଶୂୟ ବୃଦ୍ଧ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,