Joshua 23:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ସହାୟତା ରେ ଇଶ୍ରାୟେଲର ଯେ କୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରିପାରିବେ। କାହିଁକି ଜାଣ? ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ପକ୍ଷ ରେ ୟକ୍ସ୍ଟଦ୍ଧ କରିବେ, ଯେ ହତେକ୍ସ୍ଟ ସେ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସହାୟତାରେ ଇସ୍ରାଏଲର ଯେକୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରି ପାରିବ। କାହିଁକି ଜାଣ? ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।