Joshua 23:11 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ସର୍ବଦା ପ୍ ରମେ କରୁଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ସର୍ବଦା ପ୍ରେମ କରୁଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।