Joshua 23:12 — Compare Translations

5 translations compared side by side

Odia - 1840
"କଦାପି ସଦାପ୍ରଭୁଙ୍କ ଉପଦେଶରକ୍ସ୍ଟ ବିଚକ୍ସ୍ଟ୍ଯତ ହକ୍ସ୍ଟଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧକ୍ସ୍ଟ ହକ୍ସ୍ଟଅ ନାହିଁ। ଯେଉଁମାନେ କି ଇଶ୍ରାୟେଲଙ୍କର ଅଂଶ ନକ୍ସ୍ଟହଁନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କରନାହିଁ। ଇଶ୍ରାୟେଲ ନକ୍ସ୍ଟହଁନ୍ତି କିନ୍ତୁ ଯଦି ତୁମ୍ଭେ ସମାନଙ୍କେର ବନ୍ଧକ୍ସ୍ଟ ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ଵନ୍ଧ ରଖିତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“କଦାପି ସଦାପ୍ରଭୁଙ୍କ ଉପଦେଶରୁ ବିଚ୍ୟୁତ ହୁଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧୁ ହୁଅ ନାହିଁ। ଯେଉଁମାନେ କି ଇସ୍ରାଏଲଙ୍କର ଅଂଶ ନୁହନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କର ନାହିଁ। ଇସ୍ରାଏଲ ନୁହନ୍ତି କିନ୍ତୁ ଯଦି ତୁମ୍ଭେ ସେମାନଙ୍କର ବନ୍ଧୁ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
Odia IRV 2017 (ଓଡିଆ ବାଇବେଲ)