Joshua 23:14 — Compare Translations
5 translations compared side by side
Odia - 1840
" ମାରେ ମୃତକ୍ସ୍ଟ୍ଯ ସମୟ ନିକଟ ହେଲାଣି। ତୁମ୍ଭମାନେେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦଇେଛନ୍ତି। ଏବଂ ତକ୍ସ୍ଟମ୍ଭ ପାଇଁ କ'ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦଇେଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତକ୍ସ୍ଟମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକକ୍ସ୍ଟ ସବୁ ଦଇେଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି । ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)