Joshua 23:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ଯେଉଁ ସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ଏକାପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ଯ ହବୋକକ୍ସ୍ଟ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭକ୍ସ୍ଟଲକର, ତବେେ ତକ୍ସ୍ଟମ୍ଭପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦଇେଥିବା ଉତ୍ତମ ଦେଶରକ୍ସ୍ଟ ତୁମ୍ଭକୁ ଦୂରକକ୍ସ୍ଟ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ସେହିପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ୟ ହେବାକୁ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭୁଲ୍ କର, ତେବେ ତୁମ୍ଭ ପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦେଇଥିବା ଉତ୍ତମ ଦେଶରୁ ତୁମ୍ଭକୁ ଦୂରକୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।