Joshua 23:2 — Compare Translations
5 translations compared side by side
Odia - 1840
"ଏହି ସମୟରେ ସମସ୍ତ ଇଶ୍ରାୟେଲର ପ୍ରାଚୀନବର୍ଗ, ସମାନଙ୍କେର ପ୍ରଧାନ, ସମାନଙ୍କେର ବିଗ୍ଭର କର୍ତ୍ତା ଓ ଅଧ୍ଯକ୍ଷମାନଙ୍କୁ ଡକାଇ ସମାନଙ୍କେୁ କହିଲେ, ମୁ ବୃଦ୍ଧ ହାଇଗଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, ମୁଁ ବୃଦ୍ଧ ଓ ଗତବୟସ୍କ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ସମସ୍ତ ଇସ୍ରାଏଲର ପ୍ରାଚୀନବର୍ଗ, ସେମାନଙ୍କର ପ୍ରଧାନ, ସେମାନଙ୍କର ବିଗ୍ଭରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ହୋଇଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।
Odia IRV 2017 (ଓଡିଆ ବାଇବେଲ)
ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।