Joshua 23:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତୃମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକକ୍ସ୍ଟ ସାହାୟ୍ଯ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ୟକ୍ସ୍ଟଦ୍ଧ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତ୍ରୁମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକୁ ସାହାଯ୍ୟ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।