Joshua 23:5 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ସଠାେରେ ବାସ କରିଥିବା ଲୋକମାନଙ୍କୁ ଘଉଡାଇ ଦବେେ! ଯାହାଫଳ ରେ ତୁମ୍ଭମାନେେ ସମାନଙ୍କେର ଦେଶକକ୍ସ୍ଟ ନଇେପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେଠାରେ ବାସ କରିଥିବା ଲୋକମାନଙ୍କୁ ଘଉଡ଼ାଇ ଦେବେ! ଯାହାଫଳରେ ତୁମ୍ଭେମାନେ ସେମାନଙ୍କର ଦେଶକୁ ନେଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)