Joshua 23:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଶ୍ଚିତ ଯତ୍ନଶୀଳ ହବେ ସଦାପ୍ରଭୁଙ୍କର ସହେି ବାକ୍ଯକକ୍ସ୍ଟ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦଇେଛନ୍ତି। ତୁମ୍ଭମାନେେ ମାଶାଙ୍କେ ଦ୍ବାରା ଲିଖିତ ନିଯମ ପୁସ୍ତକର ସମସ୍ତ କଥାକକ୍ସ୍ଟ ଠିକ୍ ଠିକ୍ ଭାବେ ପାଳନକରିବ। କବେେ ବି ସେ ନିଯମରକ୍ସ୍ଟ ବିଚକ୍ସ୍ଟ୍ଯତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଶ୍ଚିତ ଯତ୍ନଶୀଳ ହେବ ସଦାପ୍ରଭୁଙ୍କର ସେହି ବାକ୍ୟକୁ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁମ୍ଭେମାନେ ମୋଶାଙ୍କ ଦ୍ୱାରା ଲିଖିତ ନିୟମ ପୁସ୍ତକର ସମସ୍ତ କଥାକୁ ଠିକ୍ ଠିକ୍ ଭାବେ ପାଳନ କରିବ। କେବେ ବି ସେ ନିୟମରୁ ବିଚ୍ୟୁତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;