Joshua 23:7 — Compare Translations
5 translations compared side by side
Odia - 1840
"ଏପରି ମଧ୍ଯ ବହକ୍ସ୍ଟତ ଲୋକ ଆମ୍ଭ ସହିତ ବାସ କରୁଛନ୍ତି। ସମାନେେ ଇଶ୍ରାୟେଲୀୟ ନକ୍ସ୍ଟହଁନ୍ତି। ସମାନେେ, ସମାନଙ୍କେର ନିଜର ପ୍ରଭକ୍ସ୍ଟଙ୍କକ୍ସ୍ଟ ମାନକ୍ସ୍ଟଛନ୍ତି। ସମାନଙ୍କେ ସହିତ ବନ୍ଧକ୍ସ୍ଟତା ରଖ ନାହିଁ। ସମାନଙ୍କେ ପ୍ରଭକ୍ସ୍ଟଙ୍କର ପୂଜା କର ନାହିଁ। କି ସମାନଙ୍କେର ସବୋ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ମଧ୍ୟ ବହୁତ ଲୋକ ଆମ୍ଭ ସହିତ ବାସ କରୁଛନ୍ତି। ସେମାନେ ଇସ୍ରାଏଲୀୟ ନୁହନ୍ତି। ସେମାନେ, ସେମାନଙ୍କର ନିଜର ପ୍ରଭୁଙ୍କୁ ମାନୁଛନ୍ତି। ସେମାନଙ୍କ ସହିତ ବନ୍ଧୁତା ରଖ ନାହିଁ। ସେମାନଙ୍କ ପ୍ରଭୁଙ୍କର ପୂଜା କର ନାହିଁ। କି ସେମାନଙ୍କର ସେବା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।
Odia IRV 2017 (ଓଡିଆ ବାଇବେଲ)