Joshua 23:8 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଅନକ୍ସ୍ଟସରଣ କରିବ। ତୁମ୍ଭମାନେେ ଆଜି ପର୍ୟ୍ଯନ୍ତ ଯେପରି କରି ଆସକ୍ସ୍ଟଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଆସକ୍ତ ଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ଅନୁସରଣ କରିବ। ତୁମ୍ଭେମାନେ ଆଜି ପର୍ଯ୍ୟନ୍ତ ଯେପରି କରି ଆସୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
Recommended Reading