Joshua 23:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କୁ ବହକ୍ସ୍ଟତ ଶକ୍ତିଶାଳୀ ଦେଶମାନଙ୍କୁ ପରାସ୍ତ କରିବା ପାଇଁ ସାହାୟ୍ଯ କଲେ। ସଦାପ୍ରଭୁ ସମାନଙ୍କେୁ ବିତାଡିତ କରି ଦେଲେ। କୌଣସି ଦେଶ ବର୍ତ୍ତମାନ ସକ୍ସ୍ଟଦ୍ଧା ତୁମ୍ଭମାନଙ୍କୁ ପରାସ୍ତ କରିବାକୁ ସମର୍ଥ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କୁ ବହୁତ ଶକ୍ତିଶାଳୀ ଦେଶମାନଙ୍କୁ ପରାସ୍ତ କରିବା ପାଇଁ ସାହାଯ୍ୟ କଲେ। ସଦାପ୍ରଭୁ ସେମାନଙ୍କୁ ବିତାଡ଼ିତ କରି ଦେଲେ। କୌଣସି ଦେଶ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କୁ ପରାସ୍ତ କରିବାକୁ ସମର୍ଥ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।