Joshua 24:1 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଇଶ୍ରାୟେଲ ବଂଶଗଣକକ୍ସ୍ଟ ଶିଖିମଠା ରେ ଏକତ୍ରୀତ କଲେ। ଏହାପରେ ୟିହୋଶୂଯ ସମସ୍ତ ପ୍ରାଚୀନବର୍ଗ, ସମାନଙ୍କେର ପ୍ରାଚୀନମାନଙ୍କୁ ସମାନଙ୍କେର ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ଏବଂ ସମସ୍ତ ଅଧ୍ଯକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଏକତ୍ରୀତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ବିଦାୟ ନେଲେ ଯିହୋଶୂୟ ଇସ୍ରାଏଲ ବଂଶଗଣକୁ ଶିଖିମଠାରେ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ସମସ୍ତ ପ୍ରାଚୀନବର୍ଗ, ସେମାନଙ୍କର ପ୍ରାଚୀନମାନଙ୍କୁ ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କୁ ଏବଂ ସମସ୍ତ ଅଧ୍ୟକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)