Joshua 24:10 — Compare Translations
5 translations compared side by side
Odia - 1840
"କିନ୍ତୁ ମୁ ସଦାପ୍ରଭୁ ବିଲିଯମର କଥାକକ୍ସ୍ଟ ଧ୍ଯାନ ଦଲେି ନାହିଁ। ସେ ତୁମ୍ଭକୁ ବହକ୍ସ୍ଟବାର ଆଶୀର୍ବାଦ କଲା। ଏବଂ ମୁ ତୁମ୍ଭକୁ ତା'ର ଶକ୍ତି କବଳରକ୍ସ୍ଟ ରକ୍ଷା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ସଦାପ୍ରଭୁ ବିଲିୟମର କଥାକୁ ଧ୍ୟାନ ଦେଲି ନାହିଁ। ସେ ତୁମ୍ଭକୁ ବହୁବାର ଆଶୀର୍ବାଦ କଲା। ଏବଂ ମୁଁ ତୁମ୍ଭକୁ ତା’ର ଶକ୍ତି କବଳରୁ ରକ୍ଷା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।