Joshua 24:11 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯିରୀହାକେକ୍ସ୍ଟ ଗଲ। ଯିରୀହାେ ନଗରର ଲୋକମାନେ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଏବଂ ତୁମ୍ଭମାନେେ ମଧ୍ଯ ଇ ମାରେୀଯ, ପରିଷୀଯ, କିଣାନୀଯ, ହିତ୍ତୀଯ, ଗିର୍ଗାଶୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ଆମ୍ଭେ ସମାନଙ୍କେୁ ତୁମ୍ଭମାନଙ୍କ ହାତ ରେ ସମର୍ପଣ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପିରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
Odia Bible ERV 2004 (ପବିତ୍ର ବାଇବଲ)
“‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
Odia IRV 2017 (ଓଡିଆ ବାଇବେଲ)