Joshua 24:12 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭର ସୈନ୍ଯମାନେ ଆଗଇେ ଚାଲିଲେ, ମୁ ସମାନଙ୍କେ ଆଗେ ଆଗେ ବିରକ୍ସ୍ଟଡି ମାନଙ୍କୁ ପଠାଇଲି। ସହେି ବିରକ୍ସ୍ଟଡିମାନେ ସମାନଙ୍କେୁ ସଠାେରକ୍ସ୍ଟ ତଡି ଦେଲେ ଓ ସହେି ଦକ୍ସ୍ଟଇଜଣ ଇମାରେୀୟ ରାଜାଙ୍କକ୍ସ୍ଟ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ତଡି ଦେଲେ। ଯେପରିକି ତୁମ୍ଭର ଖଣ୍ତା କିମ୍ବା ଧନକ୍ସ୍ଟର ବ୍ଯବହାର ନ କରି ତୁମ୍ଭମାନେେ ଜିତିଗଲ ଓ ସମାନଙ୍କେର ଦେଶକକ୍ସ୍ଟ ଅଧିକାର କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭର ଖଡ଼୍ଗ କି ତୁମ୍ଭର ଧନୁ ଦ୍ଵାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟ-ମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭର ସୈନ୍ୟମାନେ ଆଗେଇ ଗ୍ଭଲିଲେ, ମୁଁ ସେମାନଙ୍କ ଆଗେ ଆଗେ ବିରୁଡ଼ି ମାନଙ୍କୁ ପଠାଇଲି। ସେହି ବିରୁଡ଼ିମାନେ ସେମାନଙ୍କୁ ସେଠାରୁ ତଡ଼ି ଦେଲେ ଓ ସେହି ଦୁଇଜଣ ଇମୋରୀୟ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ତଡ଼ି ଦେଲେ। ଯେପରିକି ତୁମ୍ଭର ଖଣ୍ତା କିମ୍ବା ଧନୁର ବ୍ୟବହାର ନ କରି ତୁମ୍ଭେମାନେ ଜିତିଗଲ ଓ ସେମାନଙ୍କର ଦେଶକୁ ଅଧିକାର କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।