Joshua 24:13 — Compare Translations

5 translations compared side by side

Odia - 1840
"ମୁ ସଦାପ୍ରଭୁ ସହେି ଦେଶକକ୍ସ୍ଟ ତୁମ୍ଭକୁ ଦଲେି। ତୁମ୍ଭମାନେେ ଏ ଦେଶ ପାଇବା ପାଇଁ କିଛି ପରିଶ୍ରମ କରି ନାହିଁ। ମୁ ତୁମ୍ଭକୁ ଯେଉଁ ସହର ଦଲେି ତାକକ୍ସ୍ଟ ତୁମ୍ଭେ ତିଆରି କରି ନ ଥିଲ। ଆମ୍ଭେ ଏଗୁଡିକୁ ତୁମ୍ଭକୁ ଦଲେକ୍ସ୍ଟ। ଏବଂ ତୁମ୍ଭମାନେେ ସହେି ଦେଶ ଓ ସହର ରେ ବାସ କରୁଛ। ସଗେକ୍ସ୍ଟଡିକ ଆମ୍ଭେ ଦଇେଅଛୁ। ତୁମ୍ଭମାନେେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜିତକ୍ଷେତ୍ର ରୋପଣ କରିନଥିଲ ତାହା ତକ୍ସ୍ଟମ୍ଭମାନେ ଭୋଗ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“‘ମୁଁ ସଦାପ୍ରଭୁ ସେହି ଦେଶକୁ ତୁମ୍ଭକୁ ଦେଲି। ତୁମ୍ଭେମାନେ ଏ ଦେଶ ପାଇବା ପାଇଁ କିଛି ପରିଶ୍ରମ କରି ନାହଁ। ମୁଁ ତୁମ୍ଭକୁ ଯେଉଁ ସହର ଦେଲି ତାକୁ ତୁମ୍ଭେ ତିଆରି କରି ନ ଥିଲ। ମୁଁ ଏଗୁଡ଼ିକୁ ତୁମ୍ଭକୁ ଦେଲି। ଏବଂ ତୁମ୍ଭେମାନେ ସେହି ଦେଶ ଓ ସହରରେ ବାସ କରୁଛ। ସେଗୁଡ଼ିକ ମୁଁ ଦେଇଅଛି। ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ କରି ନ ଥିଲ ତାହା ତୁମ୍ଭେମାନେ ଭୋଗ କରୁଅଛ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।”