Joshua 24:14 — Compare Translations

5 translations compared side by side

Odia - 1840
"ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ଯ ଶକ୍ସ୍ଟଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକା ରେ ସବୋ କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶର ରେ ଥିବା ବେଳେ ସବୋ କରୁଥିବା ଦବେତାଗଣଙ୍କକ୍ସ୍ଟ ଫରାତ୍ ନଦୀର ଅପର ପାଶର୍‌ବକକ୍ସ୍ଟ ଫିଙ୍ଗିଦିଅ। ଏବଂ ବିନା ଦିହକ୍ସ୍ଟଦା ରେ ଏହି ସଦାପ୍ରଭୁଙ୍କୁ ସବୋ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକାରେ ସେବା କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶରରେ ଥିବା ବେଳେ ସେବା କରୁଥିବା ଦେବତାଗଣଙ୍କୁ ଫରାତ୍ ନଦୀର ଅପର ପାର୍ଶ୍ୱକୁ ଫିଙ୍ଗିଦିଅ। ଏବଂ ବିନା ଦ୍ୱିଧାରେ ଏହି ସଦାପ୍ରଭୁଙ୍କୁ ସେବା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।