Joshua 24:15 — Compare Translations
5 translations compared side by side
Odia - 1840
"ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
Odia IRV 2017 (ଓଡିଆ ବାଇବେଲ)
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।